ଟିଟିଲାଗଡ଼ରେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର ଗସ୍ତରେ ଯାଇ ଟିଟିଲାଗଡ଼ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ନିର୍ଦ୍ଦାରିତ ସମୟନୁଯାୟୀ ତୁଷୁରା ଏୟାରଷ୍ଟ୍ରୀପରେ ଏକ ସ୍ୱତନ୍ତ୍ର ବିମାନରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ୧୦ଟା ୩୫ମିନିଟ ସମୟରେ ଟିଟିଲାଗଡ଼ ସଭାସ୍ଥଳରେ ପହଞ୍ଚିଛନ୍ତି । ଟିଟିଲାଗଡ଼…