ଆଜି ବିଶ୍ୱକର୍ମା ପୂଜା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ମଧ୍ୟରେ ଶିଳ୍ପ ନଗରୀରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି । ବିଶେଷ କରି ଶିଳ୍ପ କାରଖାନା ମାନଙ୍କରେ…