ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନ ଅବସରରେ…