ଆଜି ପୌରାଞ୍ଚଳ ପାଇଁ ଉପାଧ୍ୟକ୍ଷ ନିର୍ବାଚନ
ଭୁବନେଶ୍ୱର : ଆଜି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ତା’ ସହିତ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ମଧ୍ୟ ପଡିବ ଭୋଟ। ୧୦୫ ପୌରାଞ୍ଚଳରେ ରହିଛି ୫୮ଟି ଏନ୍ଏସି ଓ ୪୭ଟି ମ୍ୟୁନ୍ସିପାଲଟି। ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ ହେବ।
୧୧ଟାରୁ ୧୨ଟା ମଧ୍ୟରେ…