ଆସନ୍ତାକାଲି ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ, ୪୬୦ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ
ଥମି ଯାଇଛି ପ୍ରଚାର । ସବୁଠି ନିରବତା । ରାତି ପାହିଲେ ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ। ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ। ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର। ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ…