ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଭିଯୋଗରେ ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଲାଣି । ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି ଥିବା ତ୍ରିନାଥଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି…