ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୋଷୀ ସାବ୍ୟସ୍ତ
ଦୋଷୀ ସାବ୍ୟସ୍ତ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ତେବେ ଚୁପ୍ ରହିବା ଲାଗି ପର୍ଣ୍ଣଷ୍ଟାରଙ୍କୁ ଅର୍ଥ ପ୍ରଦାନ ମାମଲାରେ ଟ୍ରମ୍ପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ନ୍ୟୁୟର୍କ କୋର୍ଟ । ୨୦୧୬ ମସିହାର ଏହି ଚର୍ଚ୍ଚିତ ଘଟଣା ଟ୍ରମ୍ପଙ୍କ ଲାଗି ଧକ୍କା ସୃଷ୍ଟି କରିଛି । ଏକ…