ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ମହିଳା ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ୫୦ ହଜାର ଟଙ୍କା ଜୋରିମାନା ସହ ଜଣେ ଜାମିନଦାର ବଦଳରେ ସର୍ତ୍ତମୂଳକ ଭାବେ ଜାମିନ ଦେଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ।
ସୂଚନା ଅନୁସାରେ, ସାମ୍ବାଦିକାଙ୍କୁ ମାଡ଼…