ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ଆଗାମୀ ଦିନରେ…