Browsing Tag

Ukraine President Zelensky involved in car accident but ‘not seriously hurt’

ଆହତ ହେଲେ ୟୁକ୍ରେନ ରାଷ୍ଟ୍ରପତି

ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ କାର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ଜେଲେନସ୍କି ସାମାନ୍ୟ ଆହତ ହୋଇଛନ୍ତି । ରାଜଧାନୀ କିଭ୍ ନିକଟରେ ଦୁର୍ଘଟଣା ଘଟିଛି । ୟୁକ୍ରେନ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଏକ ପାସେଞ୍ଜର କାର ଜେଲେନସ୍କିଙ୍କ ଏସକର୍ଟ ସହ ତାଙ୍କ କାରକୁ ଧକ୍କା ଦେଇଥିଲା ।…