ରଥଯାତ୍ରା ବେଳେ ଜାରି ରହିବ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା
ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଜାରିରହିବ । ଶନିବାର ବସିଥିବା ପ୍ରସ୍ତୁତି ବୈଠକରେ ବିଭାଗୀୟ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏନେଇ ବିଭାଗୀୟ କର୍ମକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରଥଯାତ୍ରା ସମୟକୁ ମୌସୁମୀ ଆଗମନ ହୋଇଥିଲେ ବି ପିକ୍ ଆୱାର ମେଗାୱାଟ୍ ବିଦ୍ୟୁତ ଯୋଗାଣ…