ପ୍ରାଣ ପ୍ରତିଷ୍ଠାର ସିଧା ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଲେ ତାମିଲନାଡୁ ସରକାର, ଏହାକୁ ନେଇ ଏଭଳି ଅଭିଯୋଗ ଆଣିଲେ…
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାମିଲନାଡୁ ସରକାର ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି କି ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠାର ସିଧା ପ୍ରସାରଣ ଉପରେ ତାମିଲନାଡୁ ସରକାର ପ୍ରତିବନ୍ଧକ ଲଗାଇଛନ୍ତି ।
ଏକ ତାମିଲ…