ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୁରୀ ଗସ୍ତରେ ଥିବା ବେଳେ ଆଜି ଭୋରରୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍ ଧରି ରହିବା ସହ ମଙ୍ଗଳ ଆଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଆଶିଷ ଲାଭ କରିଥିଲେ। ପବିତ୍ର କାର୍ତ୍ତିକ…