ଭାରତ ଏନସିଏପି (ନୂଆ କାର୍ ମୂଲ୍ୟାୟନ କାର୍ଯ୍ୟକ୍ରମ)ର ଶୁଭାରମ୍ଭ କଲେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ…
ନୂଆଦିଲ୍ଲୀ(ଓଡିଶା ଫାଷ୍ଟ ବ୍ୟୁରୋ): କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତୀନ ଗଡ଼କରୀ ଆଜି ନୂଆଦିଲ୍ଲୀ ଠାରେ ଭାରତ ନୂତନ କାର୍ ମୂଲ୍ୟାୟନ କାର୍ଯ୍ୟକ୍ରମ (ଭାରତ ଏନସିଏପି)ର ଶୁଭାରମ୍ଭ କରିଛନ୍ତି । ଭାରତରେ ୩.୫ ଟନ୍ ଓଜନ ବିଶିଷ୍ଟ ଯାନର ସୁରକ୍ଷା ମାନ ବୃଦ୍ଧି କରି ସଡ଼କ…