ସୁଦାନରୁ ସୁରକ୍ଷିତ ଭାବେ ପ୍ରବାସୀ ଓଡ଼ିଆ ଓ ଭାରତୀୟଙ୍କ ଉଦ୍ଧାର ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ମୋଦି ଅଛନ୍ତି ତ ସବୁ ସମ୍ଭବ । ଭାରତ ସରକାର ମିଶନ ମୋଡରେ ହିଂସା ଦ୍ୱାରା ପ୍ରଭାବିତ ହୋଇଥିବା ସୁଦାନରୁ ଓଡ଼ିଆଙ୍କ ସମେତ ଭାରତୀୟ ଲୋକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରୁଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…