Browsing Tag

Utkal Diwas

ଆଜି ଉତ୍କଳ ଦିବସ ପାଳୁଛି ସାରା ଓଡ଼ିଶା

ଭୁବନେଶ୍ୱର : ଆଜି ଉତ୍କଳ ଦିବସ। ସାରା ରାଜ୍ୟ ପାଳୁଛି ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟର ପ୍ରତିଷ୍ଠା ଦିବସ। ୧୯୩୬ ମସିହା ଏପ୍ରିଲ ୧, ଆଜିର ଦିନରେ ଗଠନ ହୋଇଥିଲା ଓଡ଼ିଶା। ଓଡ଼ିଆ ଭାଷା ମଧ୍ୟ ଶାସ୍ତ୍ରୀୟ ମାନ୍ୟତା ପାଇଛି। ଓଡ଼ିଆ ଲୋକେ ନିଜର ପ୍ରତିଭା, ଦକ୍ଷତା, ସାହସ ଦେଶ ତଥା ବିଦେଶରେ…