ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜାତୀୟ ଶିକ୍ଷାନୀତି – ୨୦୨୦ ସଂପର୍କରେ ଭର୍ଚୁଆଲ ଆଲୋଚନାଚକ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କେନ୍ଦ୍ରସରକାରଙ୍କ ଦ୍ୱାରା ଜାତୀୟ ଶିକ୍ଷାନୀତି-୨୦୨୦ ଘୋଷଣା କରାଯାଇଛି । ଏହା କେନ୍ଦ୍ର କ୍ୟାବିନେଟର ଅନୁମୋଦନ ଲାଭ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ଉପରେ ଏହାର କି ପ୍ରଭାବ ପଡିବ ସେ ସଂପର୍କରେ ବିଜୁ ଜନତା ଦଳର କଳା,…