ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ଭେଣ୍ଟିଲେଟରରେ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ରହିଛି । ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସିନଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି । ବର୍ତ୍ତମାନ ତାଙ୍କୁ ଲାଇଫ୍ ସପୋର୍ଟ ସିଷ୍ଟମ୍ରେ ରଖାଯାଇଛି । ସଞ୍ଜୟ ଗାନ୍ଧୀ…