ବର୍ଷିୟାନ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ବିଳମ୍ବିତ ରାତିରେ ବର୍ଷିୟାନ ଅଭିନେତା ବିଜୟ ମହାନ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି । ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତ କିଛିଦିନ ହେଲା ସେ ଅସୁସ୍ଥ ଥିଲେ । ବିଜୟ ମହାନ୍ତିଙ୍କ ବିୟୋଗରେ ସମଗ୍ର…