Browsing Tag

Vigilance raid in assistant engineer home

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସେ ହେଲେ ଟଙ୍କଧର ମେହେର । ତାଙ୍କ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି । ମେହେରଙ୍କ ବରଗଡ଼ ବାଲାଜୀ ସିଟି…