ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ଼ । ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର ରେଡ଼ । ଆୟ ବର୍ହିଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ । ନୀଳାଦ୍ରିବିହାର ବାସଭବନଙ୍କ ସମେତ…