Browsing Tag

Vikram Lander’s final deboosting successful

ଆସନ୍ତା ୨୩ରେ ଏହି ସମୟରେ ଲ୍ୟାଣ୍ଡ କରିବ ଚନ୍ଦ୍ରଯାନ ୩

ଇସ୍ରୋର ମୁନ୍ ମିଶନରେ ଆଉ ପାଦେ ଆଗେଇଲା ଚନ୍ଦ୍ରଯାନ ୩ । ଚନ୍ଦ୍ରର ପାଖାପାଖି ହେଉଛି ଚନ୍ଦ୍ରୟାନ। ଆସନ୍ତା ୨୩ ତାରିଖ ସନ୍ଧ୍ୟା ୬ଟା ୪ ମିନିଟରେ ଏହା ଚନ୍ଦ୍ରପୃଷ୍ଟରେ ଲ୍ୟାଣ୍ଡ କରିବ। ତେବେ ଅପରାହ୍ନ ୫ଟା ୪୫ରୁ ଚନ୍ଦ୍ରୟାନ-୩ର ଅବତରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା…