ବେଙ୍ଗାଲୁରୁ ହିଂସାକାଣ୍ଡ : ୩ ମୃତ ,୧୧୦ ଗିରଫ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମଙ୍ଗଳବାର ରାତିରେ ବେଙ୍ଗାଲୁରୁରେ ପ୍ରବଳ ହିଂସା ଦେଖିବାକୁ ମିଳିଥିଲା। ପରିସ୍ଥିତି ଅଣାୟତ ହେବାରୁ ପୋଲିସକୁ ଗୁଳି ଚଲାଇବାକୁ ପଡିଥିଲା। ଯେଉଁଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ଅନେକ ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ୬୦ରୁ ଅଧିକ ଆହତ…