ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଞ୍ଚାଇ ଆର୍ଶୀବାଦ ଆଣ, ମିଛ ପ୍ରଚାରର ସଠିକ୍ ଜବାବ ଦିଅ: ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଦଳୀୟ ସାଂସଦ, ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିମାନଙ୍କୁ ଭର୍ଚୁଆଲ ଉଦ୍ବୋଧନ ଦେଇ ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହିତ ସେମାନଙ୍କ ଆର୍ଶୀବାଦ ଆଣିବାକୁ…