ଅନୁଗୋଳ ଗସ୍ତରେ ୫ଟି ସଚିବ; ମା ହିଙ୍ଗୁଳାଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ଓ ଅନ୍ୟାନ୍ୟ ସୁବିଧା ଅସୁବିଧା ନେଇ…
୨ଦିନିଆ ଅନୁଗୋଳ ଜିଲ୍ଲା ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ। ପ୍ରଥମେ ତାଳଚେର ଗସ୍ତ କରି ହିଙ୍ଗୁଳା ପୀଠରେ ପହଞ୍ଚି ମା ହିଙ୍ଗୁଳାଙ୍କ ଦର୍ଶନ କରିଛନ୍ତି। ମନ୍ଦିରର ବିକାଶ ଓ ଅନ୍ୟାନ୍ୟ ସୁବିଧା ଅସୁବିଧା ନେଇ ପୂଜକ ଓ ହିଙ୍ଗୁଳା ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଆଲୋଚନା କରିଛନ୍ତି।
ଏହା ସହ…