ଭଦ୍ରକ, କେନ୍ଦ୍ରାପଡା ଓ ଯାଜପୁର ଗସ୍ତ କଲେ ମୁଖ୍ୟ ସଚିବଙ୍କ ସହ ୫ଟି ସଚିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ସହ ୫ଟି ସଚିବ ଭିକେ ପାଣ୍ଡିଆନ୍ ଭଦ୍ରକ, କେନ୍ଦ୍ରାପଡା ଓ ଯାଜପୁର ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ ସେମାନେ କରୋନା ମୁକାବିଲା ନେଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିବା ଜଣାପଡିଛି । ଭିକେ ପାଣ୍ଡିଆନ…