Browsing Tag

Vote for BJP and make Odisha prosperous: Amit Shah

ବିଜେପିକୁ ଭୋଟ୍ ଦିଅନ୍ତୁ ଓ ଓଡ଼ିଶାକୁ ସମୃଦ୍ଧ କରନ୍ତୁ: ଅମିତ ଶାହ

ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଆୟୋଜିତ ସାଧାରଣ ସଭାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଶାହ। ସେ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, ଏଠି ପ୍ରଚୁର ପାଣି ବି ରହିଛି। କିନ୍ତୁ ଓଡ଼ିଶା ଏବେ ବି ଗରିବ। ଓଡ଼ିଶାର ଯୁବବର୍ଗ ପେଟ ପୋଷିବାକୁ ବାହାରକୁ ଯାଉଛନ୍ତି। ଓଡ଼ିଶାର…