Browsing Tag

weather

ଜଳୁଛି ସହରଠୁ ଗାଁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରାୟ ସହରରେ ପାରଦ ଉପରମୁହଁ। ୪୨ ଓ ୪୩ ଡିଗ୍ରୀରୁ ତାପମାତ୍ରା ତଳକୁ ଖସୁନାହିଁ। ସୁବର୍ଣ୍ଣପୁର, ବୌଦ୍ଧ ଓ ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ଅତିକ୍ରମ କରୁଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ୪୦ ଡିଗ୍ରୀ ଉପରେ ପାରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟକୁ ଆହୁରି ତିନି ଦିନ ତ୍ରାହି ନାହିଁ । ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଗତକିଛି ଦିନ ଧରି ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । କିଛି କିଛି ସ୍ଥାନରେ ୪୪ ଡିଗ୍ରୀ ମଧ୍ୟ ଟପିଗଲାଣି । ବାହାରକୁ ବାହାରିବା…

ରାଜ୍ୟରେ ନିଆଁ ବର୍ଷା : ଅନୁଗୁଳ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସାରା ରାଜ୍ୟରେ ନିଆଁ ବର୍ଷା। ଚଳିତ ବର୍ଷ ପ୍ରଥମ ଥର ପାଇଁ ଟ୍ଵିନ୍ ସିଟିର ଦିନ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି । ଭୁବନେଶ୍ୱର ତାପମାତ୍ରା ୪୦.୨ ଡିଗ୍ରୀ ଥିବା ବେଳେ କଟକରେ ରହିଥିଲା ୪୦.୫ ଡିଗ୍ରୀ । ରାଜ୍ୟରେ ସବୁଠାରୁ ଉତ୍ତପ୍ତ ସହର ହୋଇଛି…

ବଢ଼ୁଛି ଖରା: କେନ୍ଦୁଝର ସବୁଠୁ ଉତ୍ତତ୍ପ ସହର

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି। ଖରା ଏତେ ମାତ୍ରାରେ ହେଉଛି ଯେ, ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ତେବେ ଆଜି ଦିନ ୧୧.୩୦ ସୁଦ୍ଧା ରେକର୍ଡ ହୋଇଥିବା ଦିନ ତାପମାତ୍ରା ଜାଣି…

କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଓଡିଶା : ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖି ହେବାର ପୁର୍ବାନୁମାନ କରିଛି ଆଞ୍ଚଳିକ…

୧୯ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା

ଭୁବନେଶ୍ଵର : ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି,…

ରାଜ୍ୟରେ ସୂର୍ଯ୍ୟଙ୍କ କୋପ : ୪୪.୨ ଛୁଇଁଲା ପାରା

ଭୁବନେଶ୍ବର : ରାଜ୍ୟରେ ବଢିଛି ଗ୍ରୀଷ୍ମପ୍ରବାହ। ସୂର୍ଯ୍ୟଙ୍କ ଚଳନ ପରିବର୍ତ୍ତନ ଯୋଗୁଁ ପ୍ରଚଣ୍ଡ ରୌଦ୍ରତାପ ସିଝାଉଛି। ଏହିକ୍ରମରେ ଗୁରୁବାର ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ପଶ୍ଚିମ ଓଡ଼ିଶାର ନଦୀକୂଳ ସହର ସୁବର୍ଣ୍ଣପୁର। ଏଠାରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ ହୋଇଛି।…

୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର : ୪୪ ଡିଗ୍ରୀ ତାପମାତ୍ରା ସହ ଦେଶର ଉତ୍ତପ୍ତ ସହର ହୋଇଛି ଝାରସୁଗୁଡା । ସେହିପରି ୪୩.୯ ଡ଼ିଗ୍ରୀ ସହ ସୋନପୁର ଦ୍ବିତୀୟ ସ୍ଥାନରେ ରହିଛି । ସେପଟେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି ଘଡଘଡି ସହ…

ଆଗକୁ ୩ ଡିଗ୍ରୀ ଯାଏଁ ବଢି ପାରେ ପାରଦ!

ଭୁବନେଶ୍ୱର : ଆହୁରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପାରିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଶନିବାର ରାଜ୍ୟର ୧୩ଟି ସହରର…

ବଦଳିବ ପାଗ: ତାପମାତ୍ରା ପାର୍ କରିବ ୪୫ ଡିଗ୍ରୀ

ଭୁବନେଶ୍ବର: ତାତିରେ ଛଟପଟ ହେଉଛନ୍ତି ଓଡିଶାବାସୀ। ମାତ୍ର ଏବେ ପାଗରେ ପରିବର୍ତ୍ତନ ଆସିପାରେ। ୩ ତାରିଖରୁ ପାଗ ସାମାନ୍ୟ ବଦଳିବ। ୩ ଓ ୪ ତାରିଖରେ ରାଜ୍ୟର ତାପମାତ୍ରା ହ୍ରାସ ହେବ। ଦ୍ବିତୀୟ ସପ୍ତାହବେଳକୁ ତାପମାତ୍ରା ୪୫ ଡିଗ୍ରୀ ପାର୍ କରିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି।…