Browsing Tag

weather

ରାଜ୍ୟରେ ବଦଳିବ ପାଗ: ଆସନ୍ତାକାଲିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ତାତିରେ ଛଟପଟ ହେଉଛନ୍ତି ଓଡିଶାବାସୀ। ମାତ୍ର ଏବେ ପାଗରେ ପରିବର୍ତ୍ତନ ଆସିପାରେ। ୩ ତାରିଖରୁ ପାଗ ସାମାନ୍ୟ ବଦଳିବ। ୩ ଓ ୪ ତାରିଖରେ ରାଜ୍ୟର ତାପମାତ୍ରା ହ୍ରାସ ହେବ। ଏହାସହିତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୩ ତାରିଖରେ…

ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ

ଭୁବନେଶ୍ୱର : ଉପକୂଳ ଓଡ଼ିଶାରେ ତାତି ଅପେକ୍ଷାକୃତ କମ୍ ରହିବ। କିନ୍ତୁ ଉପାନ୍ତ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ତାତି ସାମନ୍ୟ ଅଧିକ ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଏହି ପୂର୍ବାନୁମାନ କରିଛି। ଏପ୍ରିଲରେ ଅଧାରୁ ଅଧିକ ଓଡ଼ିଶା ଆଶ୍ବସ୍ତ ରହିବ। ଆଇଏମ୍‌ଡି କହିଛି,…

ମାର୍ଚ୍ଚ ୨୮ରୁ ୫ ଦିନ ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ୨୮ତାରିଖରୁ ବଢ଼ିବ ତାତି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଲଗାତର ୪-୫ଦିନ ଏଭଳି ପାଗ ଜାରି ରହିବ। ଶନିବାର ରାଜ୍ୟର ୬ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଉପରେ…

ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି: ଟିଟିଲାଗଡ ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବା ବେଳେ ଆଗାମୀ ଦିନରେ ବି ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚଆର ବିଶ୍ୱାସ…

୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ୨୧ରୁ ୨୩ ତାରିଖ ଯାଏ ଅନୁଭୂତ ହେବ । ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା…