ରାଜ୍ୟରେ ପୁଞ୍ଜିନିବେଶ କରିବ ୱେଲସ୍ପୁନ ଗ୍ରୁପ,୨୦ ହଜାରରୁ ଅଧିକ ପାଇବେ ନିଯୁକ୍ତି
ରାଜ୍ୟରେ ପୁଞ୍ଜିନିବେଶ କରିବ ୱେଲସ୍ପୁନ ଗ୍ରୁପ । କଟକ ଚୌଦ୍ବାରରେ ୱେଲସ୍ପୁନ ଗ୍ରୁପ ପ୍ରତିଷ୍ଠା କରିବ ସମନ୍ବିତ ଟେକ୍ସଟାଇଲ କାରଖାନା । ୩ହଜାର ୫୦ କୋଟି ଟଙ୍କାର ଏହି ପୁଞ୍ଜିନିବେଶ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିୟରାନ୍ସ…