ଡ଼ଙ୍ଗା ବୁଡି ୯ ମୃତ, ମୃତକ ଙ୍କ ପରିବାର କୁ ୪ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ନୂତନ ବର୍ଷ ର ଆରମ୍ଭ ହୋଇଛି ଏକ ଦୁଃଖଦ ଘଟଣାରୁ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀର ଶାଖା ଖୋଳାନଦୀ ବାଲିଘାଟଠାରେ ବୁଧବାର ସନ୍ଧ୍ୟାରେ ଏକ ଡଙ୍ଗା ବୁଡ଼ି ଯାଇଛି । ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ…