ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା: ମତଦାନ ବେଳେ ଗଡ଼ିଲା ମୁଣ୍ଡ, ବାଲାଟ୍ ପେପର୍ରେ ଲଗାଇ ଦେଲେ ନିଆଁ
ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ମତଦାନ ଜାରି ରହିଛି। ଜୁନ୍ ୮ରେ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା କରାଯାଇଥିଲା। ସେବେଠୁ ଆଜି ପର୍ଯ୍ୟନ୍ତ ଅନେକ ସ୍ଥାନରେ ହିଂସା ଘଟଣା ସାମ୍ନାକୁ ଆସିଛି। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ, ଏଥିରେ ୧୮ ଜଣଙ୍କ ମୃତ୍ୟୁ…