ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମବଙ୍ଗର ନ୍ୟୁ-ଜଲପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣା । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ…