Browsing Tag

West Bengal Train Tragedy; The Prime Minister announced the amount of assistance for the families of the dead and injured

ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି; ମୃତକ ଓ ଆହତଙ୍କ ପରିବାରଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି…