Browsing Tag

Western Odisha observes bandh demanding separate Koshal State

ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ। ସ୍ବତନ୍ତ୍ର କୋଶଲ ରାଜ୍ୟ ଦାବି ନେଇ କୋଶଲ ରାଜ୍ୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ମହାବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପଡ଼ିଛି ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ସହରରେ। ସହର ତଥା ତୁରେକେଲା,…