ହରିଶୟନ ଏକାଦଶୀର ମାହାତ୍ମ୍ୟ କ’ଣ ? କ’ଣ ରହିଛି ପୌରାଣିକ କଥା ?
ରଥଯାତ୍ରାପରେ ଆଷାଢ଼ଶୁକ୍ଳ ଏକାଦଶୀକୁ ହରିଶୟନ ଏକାଦଶୀ କୁହନ୍ତି । ଏହିଦିନ ହରିଶୟନୋତ୍ସବ ପାଳିତ ହୁଏ । ସେଦିନ ଚତୁର୍ଥ ପ୍ରହରର ପୂଜାପରେ ତ୍ରିମୂର୍ତ୍ତିଙ୍କ ପାଖରୁ ବିଜୟପ୍ରତିମାମାନଙ୍କୁ ନାନାଦି ଉପହାର ଦିଆଯାଏ । ପ୍ରାସାଦର ଦକ୍ଷିଣଭାଗସ୍ଥ ସୁସଜ୍ଜିତ ମଣ୍ଡପକୁ ନିଆଯାଇ ସେଠାରେ ଦୋଳରେ ଥିବା…