ବର୍ଷ ପରେ ଚାମ୍ପିଅନ ହେଲା ଆର୍ଜେଣ୍ଟିନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କୋପା ଆମେରିକା କପ୍ରେ ଚାମ୍ପିଅନ ହେଲା ଆର୍ଜେଣ୍ଟିନା । ଦୀର୍ଘ ୨୮ ବର୍ଷ ପରେ ଲିୟୋନଲ ମେସୀଙ୍କ ନେତୃତ୍ୱରେ ଚାମ୍ପିଅନ ହେଲା ଆର୍ଜେଣ୍ଟିନା । ଶନିବାର ଖେଳାଯାଇଥିବା ଏହି ମୁକାବିଲାରେ ଆର୍ଜେଣ୍ଟିନା ବ୍ରାଜିଲକୁ ୧-୦ ଗୋଲରେ ହରାଇ ଟାଇଟଲ୍ ହାସଲ କରିଛି । ଏହାସହ ୧୫…