ନଭେମ୍ବର ୨୪ରୁ ବିଧାନସଭାର ଶୀତ ଅଧିବେଶନ
ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଚଳିତ ଶୀତ ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥର ଶୀତ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିଛି। ବିଧାନସଭା ଶୀତ ଅଧିବେଶନ ନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଷୋଡଶ ବିଧାନସଭାର ୧୧ ତମ…