ମୁଖ୍ୟମନ୍ତ୍ରୀଙ୍କ ଘୋଷଣା;ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।
ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ…