Tokyo Olympics:ଇତିହାସ ରଚିଲା ମହିଳା ହକି ଟିମ୍, ଅଷ୍ଟ୍ରେଲିଆକୁ ମାତ୍ ଦେଇ ସେମିରେ ପ୍ରବେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟୋକିଓ ଅଲିମ୍ପିକରେ ଭାରତୀୟ ମହିଳା ହକି ଟିମର ଦମଦାର ପ୍ରଦର୍ଶନ । ୧-୦ରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲର ପ୍ରବେଶ କରିଛି ଭାରତୀୟ ମହିଳା ହକି ଦଳ । ଭାରତ ଇତିହାସରେ ପ୍ରଥମ । ପ୍ରଥମ ଥର ପାଇଁ ସେ ଭାରତୀୟ ହକି ଟିମ ଅଲିମ୍ପିକରେ ସେମିରେ ପ୍ରବେଶ କରି ଏଭଳି…