ଏଭଳି ପୁରୁଷଙ୍କୁ ଅଧିକ ପସନ୍ଦ କରନ୍ତି ମହିଳା; ସେମାନେ ସବୁକିଛି ଛାଡ଼ିବାକୁ ରହିଥାନ୍ତି ପ୍ରସ୍ତୁତ
ମହାନ ଆଚାର୍ଯ୍ୟ ଚାଣକ୍ୟ ଦୁନିଆର ପ୍ରସିଦ୍ଧ ପଣ୍ଡିତମାନଙ୍କ ମଧ୍ୟରୁ ଅନ୍ୟତମ। ତାଙ୍କ ଦ୍ୱାରା କୁହାଯାଇଥିବା ନୀତି ସମଗ୍ର ବିଶ୍ୱରେ ପ୍ରସିଦ୍ଧ। ସେ ତାଙ୍କର ସମସ୍ତ ନୀତି ତାଙ୍କ ରଚିତ ପୁସ୍ତକ 'ଚାଣକ୍ୟ ନୀତିରେ ଲେଖିଛନ୍ତି। ଚାଣକ୍ୟ ନିଜେ ତାଙ୍କ ପୁସ୍ତକରେ ନିଜ ଜୀବନ ବିଷୟରେ କହିଛନ୍ତି।…