ମହିଳାମାନଙ୍କ ନିକଟରେ ସବୁ ପ୍ରକାର ଦାୟିତ୍ୱ ସମ୍ଭାଳିବାର ଦକ୍ଷତା ରହିଛି
ଭୁବନେଶ୍ୱର, ୧୧/୩: ଯେକୌଣସି ଦାୟିତ୍ୱକୁ ସମ୍ଭାଳିବାର ଦକ୍ଷତା ଓ ସାମର୍ଥ୍ୟ ମହିଳାମାନଙ୍କର ରହିଛି ଏବଂ ସେମାନେ ଏହାକୁ
ସୁଚାରୁରୂପେ ସଂପାଦନ କରିପାରିଥାନ୍ତି । ଏଭଳି ମତ ରଖିଛନ୍ତି ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଶ୍ରୀମତି
ରଞ୍ଜନା ଚୋପ୍ରା ।…