ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ, କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ
ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ । ଅସହ୍ୟ ଖରାରେ ଶ୍ରମିକଙ୍କୁ କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । ନିର୍ଦ୍ଦେଶ ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ…