ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ର ଶିଶୁରୋଗ ବିଭାଗ ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଭୁବନେଶ୍ୱର ଶାଖାର ମିଳିତ ଆନୁକୂଲ୍ୟରେ ଗତ ଏପ୍ରିଲ୍ ୨୪ ତାରିଖରୁ ୩୦ ତାରିଖ…