ଦୁର୍ଘଟଣାଗ୍ରସ୍ତ ବାୟୁସେନା ବିମାନର ପ୍ରାଥମିକ ଫଟୋ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିଖୋଜ ଥିବା ଭାରତୀୟ ବାୟୁସେନା ବିମାନ ଏଏନ୍-୩୨ର କିଛି ଅଂଶ ଅରୁଣାଞ୍ଚଳ ପ୍ରଦେଶର ୧୬ କିଲୋମିଟର ଉତ୍ତରରେ ଥିବା ଲିପୋରେ ଗତକାଲି ଠାବ କରାଯାଇଛି । ଭାରତୀୟ ବାୟୁସେନାର ଏମ୍ଆଇ-୧୭ ହେଲିକେପ୍ଟର ସାହାଯ୍ୟରେ ଏହାର ସନ୍ଧାନ କରିଥିବା ବେଳେ ଏଏନ୍-୩୨ର ପ୍ରାଥମିକ…