ପୁଣି ଭିଜାଇବ ବର୍ଷା; ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି ଭିଜାଇବ ଅଦିନିଆ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା । ଏଥିପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକ ହେଲା କେନ୍ଦୁଝର,…