ଟିଭିରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖିଲେ ମୁଖ୍ୟମନ୍ତ୍ରୀ

0

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସମଗ୍ର ଦେଶ ଉତ୍ସବମୁଖର ଥିଲା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଭିରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦେଖିଛନ୍ତି। ଭଗବାନ ରାମଙ୍କ ଦିବ୍ୟ ଦର୍ଶନ ଦେଖି ହାତ ଯୋଡ଼ିଲେ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଉପସ୍ଥିତ ରହିଥିଲେ।

Leave a comment