ଆସନ୍ତା ଜାନୁଆରୀ ୨୨ରେ ହାଫ୍ ଡେ’ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ସେହିଦିନ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହାକୁ ନେଇ ଲୋକେ ଉତ୍ସାହିତ ଥିବା ବେଳେ ସେହିଦିନ ରାଜ୍ୟ ସରକାର ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି। ଜାନୁଆରୀ ୨୨ରେ ହାଫ୍ ଡେ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାମ ଲାଲ୍ଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା ।
୨୨ ତାରିଖ ଅପରାହ୍ଣ ୨ଟା ୩୦ଯାଏଁ ଅଫିସ୍ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଆଜି ହାଫ୍ ଡେ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର ।