ରାଜ୍ୟରେ ଚିହ୍ନଟ ହେଲେ ୩୯୯୬ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୨୩୫୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବାବେଳେ ୧୬୩୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 10th September
New Positives Cases: 3996
In quarantine: 2359
Local contacts: 1637(Details of local contacts will be shared by concerned Dist Administration)
District Wise Cases
1. Angul: 138
2. Balasore: 209
3. Bargarh: 97
4. Bhadrak: 112
5. Balangir: 124— I & PR Department, Odisha (@IPR_Odisha) September 11, 2020
ଅନୁଗୁଳ ଜିଲ୍ଲାରୁ ୧୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୯ଜଣ, ବରଗଡ଼ ଜିଲ୍ଲାରୁ ୯୭ଜଣ, ଭଦ୍ରକ ଜିଲ୍ଲାରୁ ୧୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨୪ଜଣ, ବୌଦ୍ଧ ଜିଲ୍ଲାରୁ ୩୯ଜଣ, କଟକ ଜିଲ୍ଲାରୁ ୩୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୭ଜଣ, ଗଜପତି ଜିଲ୍ଲାରୁ ୨୫ଝଣ, ଗଞ୍ଜାମ ଜିଲ୍ଲାରୁ ୮୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୨ଜଣ, ଯାଜପୁର ଜିଲ୍ଲାରୁ ୧୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୮ଜଣ, କନ୍ଧମାଳ ଜିଲ୍ଲାରୁ ୪୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୦ଜଣ, କେନ୍ଦୁଝର ଜିଲ୍ଲାରୁ ୬୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୬ଜଣ, କୋରାପୁଟ ଜିଲ୍ଲାରୁ ୯୩ଜଣ, ମାଲକାନଗିରି ଜିଲ୍ଲାରୁ ୪୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୧ଜଣ, ନୟାଗଡ଼ ଜିଲ୍ଲାରୁ ୭୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୩ଜଣ, ପୁରୀ ଜିଲ୍ଲାରୁ ୨୭୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୯୧ଜଣ, ସୋନପୁର ଜିଲ୍ଲାରୁ ୯୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ୍ ପୁଲ୍ରୁ ୨୦୬ଜଣ ରହିଛନ୍ତି।