ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ

0

ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ।

Leave a comment